Masthead

ଅଂଶୁଘାତରେ ଗଲା ଯୁବକର ଜୀବନ

ଆସିକା (ବଡ଼ ଖବର ବ୍ୟୁରୋ): ଅଂଶୁଘାତରେ ଚାଲିଗଲା ଯୁବକର ଜୀବନ। ଗଞ୍ଜାମ ଜିଲ୍ଲା ଆସିକା ଥାନା ଅଧୀନ ସିଦ୍ଧନଇ ଗ୍ରାମ ପଞ୍ଚାୟତ ସିଦ୍ଧନଇ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ନରସିଂହ ବିଷୋୟୀଙ୍କ ପୁଅ ଭାଗିରଥି ବିଷୋୟୀ ଗ୍ରାମର ଘଣ୍ଟିଆ ପଦର ବିଲରେ କାମ କରୁଥିବା ବେଳେ ସଂଜ୍ଞାହୀନ ହୋଇ ପଡିଯାଇଥିଲେ । ଘରକୁ ଫେରିବା ବିଳମ୍ବ ଦେଖି ପିତା ନରସିଂହ ବିଲକୁ ଯାଇଥିଲେ । ବିଲରେ ପୁଅକୁ ପଡିଥିବାର ଦେଖି ସଙ୍ଗେ ସଙ୍ଗେ ଆସିକା ମେଡିକାଲକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ଆସିକା ପୋଲିସ ଡାକ୍ତରଖାନାରେ ପହଞ୍ଚିଥିଲେ। ତେବେ ଡାକ୍ତରଙ୍କ ରିପୋର୍ଟ ଅନୁଯାୟୀ ଅଂଶୁଘାତରେ ଭାଗିରଥିର ମୃତୁ୍ୟ ହୋଇଥିବା ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ