Masthead

ଯୁବକଙ୍କୁ ଗୁଳିମାଡ, କାରଣ ଅସ୍ପଷ୍ଟ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ପୁଷ୍ପାନନ୍ଦପୁର ଥାନା ଅଧୀନ ବିସନପୁର ଠାରେ ଜଣେ ଯୁବକଙ୍କୁ ଗୁଳିମାଡ ହୋଇଛି । ଗୁଳିମାଡ ହୋଇଥିବା ଯୁବକ ବିଷନପୁର ପଞ୍ଚାୟତ କୋଲଟାର ମୁଜାଫର ବୋଲି ସୂଚନା ରହିଛି ।

ଯାହାଙ୍କର ବୟସ ପାଖାପାଖି ୩୫ ବର୍ଷ ହେବ । ଗୁରୁତର ହେବାରୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ରହିଛି । କେଉଁ କାରଣରୁ ଫାଇରିଙ୍ଗ ହୋଇଛି ତାହା ଅସ୍ପଷ୍ଟ ରହିଛି । କୃଷ୍ଣାନନ୍ଦ ଥାନା ଅଧିକାରୀ ଙ୍କ ଦ୍ୱାରା ଘଟଣା ସ୍ଥଳରେ ତଦନ୍ତ ଜାରିରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ