Masthead

ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଅନୁଗୁଳ ନାଲକୋ ଆସ ପଣ୍ଡ ନିକଟରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ବଳରାମ ପ୍ରସାଦ ପଂଚାୟତ କେନ୍ଦୁପଟଣା ସାହିର ସୁଧୀର କୁମାର ବେହେରାଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତଆକ୍ରମଣ କରିଥିଲେ । ନାଲକୋ ପାଉଁଶ ପୋଖରୀକୁ ଗାଈ ଖୋଜିବାକୁ ଯାଇଥିବାବେଳେ ଦୁର୍ବୃତ୍ତ ଜଣକ ଗୋଡାଇ ଗୋଡାଇ ମାରଣାସ୍ତ୍ରରେ ସୁଧୀରଙ୍କୁ ହାଣିଥିଲେ । ଫଳରେ ତାଙ୍କ ପିଠି ଓ ହାତରେ ଶକ୍ତ ଆଘାତ ଲାଗିଥିଲା । ଘଟଣାସ୍ଥଳରେ ବାଇକ ସହ କଟୁରୀ ପଡିଥିବା ସୂଚନା ପାଇ ନାଲକୋ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ