Masthead

ଯୁବକଙ୍କୁ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଅନୁଗୁଳ ନାଲକୋ ଆସ ପଣ୍ଡ ନିକଟରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଆକ୍ରମଣ କରିଥିଲେ । ବଳରାମ ପ୍ରସାଦ ପଂଚାୟତ କେନ୍ଦୁପଟଣା ସାହିର ସୁଧୀର କୁମାର ବେହେରାଙ୍କୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁର୍ବୃତ୍ତଆକ୍ରମଣ କରିଥିଲେ । ନାଲକୋ ପାଉଁଶ ପୋଖରୀକୁ ଗାଈ ଖୋଜିବାକୁ ଯାଇଥିବାବେଳେ ଦୁର୍ବୃତ୍ତ ଜଣକ ଗୋଡାଇ ଗୋଡାଇ ମାରଣାସ୍ତ୍ରରେ ସୁଧୀରଙ୍କୁ ହାଣିଥିଲେ । ଫଳରେ ତାଙ୍କ ପିଠି ଓ ହାତରେ ଶକ୍ତ ଆଘାତ ଲାଗିଥିଲା । ଘଟଣାସ୍ଥଳରେ ବାଇକ ସହ କଟୁରୀ ପଡିଥିବା ସୂଚନା ପାଇ ନାଲକୋ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା