Masthead

ଜିଅନ୍ତା ଜଳିଗଲେ ଯୁବକ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ୧୧ କେଭି ବିଦ୍ୟୁତ ଖୁଣ୍ଟରେ ଲାଗି ଯୁବକ ମୃତ । ଏବେ ବି ହୁତୁ ହୁତୁ ହେଇ ଜଳୁଛି ଶରୀର । କରଞ୍ଜିଆ ରରୁଆ ଥାନା ବଡ଼ବିଲ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟରେ ଚଢି ଯୁବକ ମୃତ ହୋଇଛି । ଶରୀରରେ ବିଦ୍ୟୁତ ଲାଗିବା କାରଣରୁ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି । ଏବେ ବି ଖୁଣ୍ଟ ଉପରେ ଶରୀରରେ ନିଆଁ ହୁତୁ ହୁତୁ ହୋଇ ଜଳୁଛି । ମୃତ ଯୁବକ ଜଣକ ହେଉଛନ୍ତି ନରହରି ମହାନ୍ତ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି । କେଉଁ କାରଣ ପାଇଁ ବିଦ୍ୟୁତ ଖୁଣ୍ଟରେ ଚଢିଲେ ଯୁବକ ତାହାର କାରଣ ଅସ୍ପଷ୍ଟ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା