Masthead

ଜିଅନ୍ତା ଜଳିଗଲେ ଯୁବକ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ୧୧ କେଭି ବିଦ୍ୟୁତ ଖୁଣ୍ଟରେ ଲାଗି ଯୁବକ ମୃତ । ଏବେ ବି ହୁତୁ ହୁତୁ ହେଇ ଜଳୁଛି ଶରୀର । କରଞ୍ଜିଆ ରରୁଆ ଥାନା ବଡ଼ବିଲ ଜଙ୍ଗଲ ମଧ୍ୟ ଦେଇ ଯାଇଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟରେ ଚଢି ଯୁବକ ମୃତ ହୋଇଛି । ଶରୀରରେ ବିଦ୍ୟୁତ ଲାଗିବା କାରଣରୁ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଛି । ଏବେ ବି ଖୁଣ୍ଟ ଉପରେ ଶରୀରରେ ନିଆଁ ହୁତୁ ହୁତୁ ହୋଇ ଜଳୁଛି । ମୃତ ଯୁବକ ଜଣକ ହେଉଛନ୍ତି ନରହରି ମହାନ୍ତ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି । କେଉଁ କାରଣ ପାଇଁ ବିଦ୍ୟୁତ ଖୁଣ୍ଟରେ ଚଢିଲେ ଯୁବକ ତାହାର କାରଣ ଅସ୍ପଷ୍ଟ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା