Masthead

ମମିତାକୁ ନ୍ୟାୟ ଦାବିରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଥମୁନି ମମିତା ମେହେର ହତ୍ୟା ମାମଲା । ରାଜଭବନ ସମ୍ମୁଖରେ ଯୁବ କଂଗ୍ରେସର ଅହୋରାତ୍ର ଗଣଧାରଣା ଦେଇଛି। ହତ୍ୟାର ନିରପେକ୍ଷ ତଦନ୍ତ ଦାବିରେ ଶନିବାରରୁ ରାଜଭବନ ଆଗରେ ଅହୋରାତ୍ର ଗଣଧାରଣା ଦେଇଛି ଯୁବ କଂଗ୍ରେସ । ରାଜ୍ୟ ଯୁବ କଂଗ୍ରେସ ସଭାପତି ଙ୍କ ନେତୃତ୍ବରେ ବହୁ ବରିଷ୍ଠ କଂଗ୍ରେସ ନେତାଙ୍କ ସମେତ ଶତାଧିକ ଯୁବ କଂଗ୍ରେସ କର୍ମୀ ଅହୋରାତ୍ର ଗଣଧାରଣା ଦେଇଛନ୍ତି ।

ମମିତା’ ହତ୍ୟା ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଓ ଗିରଫ ଦାବିରେରେ ଅହୋରାତ୍ର ଧାରଣା ଦେଇଛନ୍ତି। ୮ ତାରିଖରେ ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ସ୍ମାରକପତ୍ର ସମସ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ଦିଆଯିବ । କୌଣସି କାର୍ଯ୍ୟାନୁଷ୍ଠାନ ନିଆନଗଲେ ୯ ତାରିଖରେ ଯନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବେ । ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆନ୍ଦୋଳନ ପାଇଁ ଯୁବ କଂଗ୍ରେସ ଦିଲ୍ଲୀ ଚଲୋ ଡାକରା ଦେବ । ୧୦ରେ ରାଷ୍ଟ୍ରପତିଙ୍କୁ ବି ଦାବିପତ୍ର ଦେବ ବୋଲି କଂଗ୍ରେସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ