Masthead

ଚୋର ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଚୋର ସନ୍ଦେହରେ ଯୁବକଙ୍କୁ ପିଟି ପିଟି ହତ୍ୟା । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଚିଙ୍ଗୁଡ଼ି ଘାଇ ଗାଁରେ । ଯୁବକ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି। ଯୁବକକୁ ଏକ ଖୁଣ୍ଟରେ ବାନ୍ଧି ଜଣକ ପରେ ଜଣେ ମାଡ଼ ମାରୁଥିବାର ଭିଡିଓ ସାମ୍ନାକୁ ଆସିଛି ।

ଏହି ଘଟଣାରେ ପୋଲିସ ତଦନ୍ତ କରି ୫ ଜଣଙ୍କୁ ଗିରଫ କରିଛି । କିନ୍ତୁ ଘଟଣାର ତଦନ୍ତ ଠିକ୍ ଭାବେ ନ କରି ଏଭଳି ଖାମଖିଆଲ ଭାବେ ନେବା ଏଠି ପୋଲିସର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା