Masthead

ଯୁବକଙ୍କୁ ବିଭତ୍ସ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ଯୁବକଙ୍କୁ ପିଟି ପିଟି ହତ୍ୟା ଓ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବସ୍ତି ମଝିରୁ ମୃତଦେହ ଉଦ୍ଧାର ଓ ଏଭଳି ଅମାନୁଷିକ ଘଟଣା ଘଟିଛି ବଲାଙ୍ଗିର ସଦର ଥାନା ପଣ୍ଡରାପିଟା ଗାଁରେ ଓ ମୃତକ ହେଲେ ଭାସ୍କର ତାଣ୍ଡି ଓ ଅଟୋ ରଖାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଗତକାଲି ସନ୍ଧ୍ୟା ସମୟରେ ଘର ଆଗରେ ଅଟୋ ରଖିବାକୁ ନେଇ ଗାଁର କିଛି ଲୋକଙ୍କ ସହ ଭାସ୍କର ତାଣ୍ଡିଙ୍କ ବଚସା ହୋଇଥିଲା ।

ପରେ ଏହା ଉଗ୍ରରୂପ ନେବା ସହ ଭାସ୍କରକୁ ପିଟି ପିଟି ଲହୁଲୁହାଣ କରିଥିଲେ । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଓ ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଓ ପୋଲିସ ହତ୍ୟା ମାମଲା ରଜୁ କରି ଅଭିଯୁକ୍ତ ପ୍ରେମରାଜ ପୋଢ଼କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା