Masthead

ଯୁବକଙ୍କୁ ବିଭତ୍ସ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ଯୁବକଙ୍କୁ ପିଟି ପିଟି ହତ୍ୟା ଓ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବସ୍ତି ମଝିରୁ ମୃତଦେହ ଉଦ୍ଧାର ଓ ଏଭଳି ଅମାନୁଷିକ ଘଟଣା ଘଟିଛି ବଲାଙ୍ଗିର ସଦର ଥାନା ପଣ୍ଡରାପିଟା ଗାଁରେ ଓ ମୃତକ ହେଲେ ଭାସ୍କର ତାଣ୍ଡି ଓ ଅଟୋ ରଖାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଗତକାଲି ସନ୍ଧ୍ୟା ସମୟରେ ଘର ଆଗରେ ଅଟୋ ରଖିବାକୁ ନେଇ ଗାଁର କିଛି ଲୋକଙ୍କ ସହ ଭାସ୍କର ତାଣ୍ଡିଙ୍କ ବଚସା ହୋଇଥିଲା ।

ପରେ ଏହା ଉଗ୍ରରୂପ ନେବା ସହ ଭାସ୍କରକୁ ପିଟି ପିଟି ଲହୁଲୁହାଣ କରିଥିଲେ । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା ଓ ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ଓ ପୋଲିସ ହତ୍ୟା ମାମଲା ରଜୁ କରି ଅଭିଯୁକ୍ତ ପ୍ରେମରାଜ ପୋଢ଼କୁ ଗିରଫ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ