Masthead

ଭଗବାନଙ୍କୁ ବି ଛାଡ଼ିଲେନି

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ତାରିଣୀ ମନ୍ଦିର ଓ ଶିବ ମନ୍ଦିରରୁ ଚୋରି। ତାରିଣୀ ମା’ଙ୍କ ମୂର୍ତ୍ତି ଅଳଙ୍କାର ସମେତ ଶିବ ମନ୍ଦିରରୁ ବିଭିନ୍ନ ସାମଗ୍ରୀ ଚୋରି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା କାନପୁର ତାରିଣୀ ମନ୍ଦିରରେ । ମନ୍ଦିରରୁ ଦୁବୃର୍ତ୍ତମାନେ ସାତଟି ତାଲା ଭାଙ୍ଗି ମା’ଙ୍କ ହୁଣ୍ଡି ବାକ୍ସ , ସୁନା ରୂପା ଅଳଙ୍କାର ସେମେତ ମା’ଙ୍କ ମୁର୍ତ୍ତିକୁ ଚୋରି କରିନେଇ ଯାଇଛନ୍ତି ।

ସେହିଭଳି ଦାରୁହା ଗ୍ରାମରେ ଥିବା ମହାଦେବ ମନ୍ଦିରରୁ ମଧ୍ୟ ଚୋରି କରିଛନ୍ତି ଦୁବୃର୍ତ୍ତ । ବାବାଙ୍କ ପିତ୍ତଳ ତ୍ରିଶୁଳ ସମେତ ସୁନାରୂପା ପାଦୁକା, ତମ୍ବା ସାପ, ଘଣ୍ଟି, ମାଇକ ମେସିନ ବାସନ ବିଭିନ୍ନ ସାମଗ୍ରୀ ଚୋରି କରିଛନ୍ତି। ଦୁଇଟି ସ୍ଥାନରେ କମର୍ଦ୍ଦା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ