ରାଜ୍ୟରେ ୧୧ ହଜାର ୬୨୩ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୁଇ ଦୁଇଟି ବିପଦ ସହ ଜୁଛି ହେଉଛି ରାଜ୍ୟ । ସେପଟେ ବାତ୍ୟା ୟାଶର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ରାଜ୍ୟରେ ଗତ୨୪ ଘଣ୍ଟାରେ ଆଉ ୧୧ ହଜାର ୬୨୩ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୬୫୦୯, ଲୋକାଲ କେସ ୫୧୧୪, ଖୋର୍ଦ୍ଧାରୁ ସର୍ବାଧିକ ୨୦୨୧ ଆକ୍ରାନ୍ତ ଚିହ୍ନଟ ।

କଟକରୁ ୯୯୮, ଅନୁଗୁଳରୁ ୮୨୩, ସୁନ୍ଦରଗଡ଼ରୁ ୬୯୯, ଯାଜପୁରରୁ ୫୬୦, ବାଲେଶ୍ୱରରୁ ୫୦୮, ଭଦ୍ରକରୁ ୪୬୧, ଢେଙ୍କାନାଳରୁ ୪୪୧, କଳାହାଣ୍ଡିରୁ ୩୫୨, ଷ୍ଟେଟପୁଲରୁ ୩୩୮ । ୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୧୧ ହଜାର ୭୬୯ ଆକ୍ରାନ୍ତ । ତେବେ ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨୬ ହଜାର ୩ରେ ପହଞ୍ଚିଛି । ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୧୨ ହଜାର ୯୯୩ । ଏବେବି ସାରା ରାଜ୍ୟରେ ୧ ଲକ୍ଷ ୧୦ ହଜାର ୩୭୩ ସକ୍ରିୟ ମାମଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ