Masthead

ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି। ଇଲେକ୍ଟ୍ରି ଭେହିକିଲ୍ ବାବଦରେ ଏବେ ସୁଦ୍ଧା ୩୪୦ କୋଟି ୯୫ ଲକ୍ଷ ୭୫ ହଜାର ୪୮୧ ଟଙ୍କାର ସବସିଡି ପ୍ରଦାନ କରାଯାଇ। ସରକାରୀ ବିଭାଗ ଓ ସଂସ୍ଥାରେ ୬୮୦ ଇଭି ଗାଡ଼ି କିଣା ଯାଇଛି । ଭୁବନେଶ୍ବରର ବିଭିନ୍ନ ସ୍ଥାନର ସରକାର ୧୨ଟି ଇଭି ଚାର୍ଜିଂ ସେଣ୍ଟର ବସାଇଛନ୍ତି । ଏନେଇ ବିଧାନସଭାରେ ପରିବହନ ମନ୍ତ୍ରୀ ବିଭୂତ ଭୂଷଣ ଜେନା ସୂଚନା ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି ଚାଲିଛି । ସରକାରୀ ବିଭାଗ ଓ ସଂସ୍ଥାରେ ଏବେ ସୁଦ୍ଧା ୬୮୦ ଇଭି ଗାଡ଼ି କିଣା ଯାଇଛି । ଭୁବନେଶ୍ବରର ବିଭିନ୍ନ ସ୍ଥାନରେ ସରକାର ୧୨ଟି ଇଭି ଚାର୍ଜିଂ ସେଣ୍ଟର ବସାଇଛନ୍ତି । ବିଧାନସଭା ଶୀତ ଅଧିବେଶନର ସପ୍ତମ ଦିନ। ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ହଙ୍ଗାମା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ