Masthead

ଦେଶରେ ଅଛନ୍ତି ୩ହଜାର ୧୬୭ ବାଘ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଥିବା ବାଘ ସଂଖ୍ୟା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ହଜାର ୧୬୭ ବାଘ ଦେଶର ବିଭିନ୍ନ ଜଙ୍ଗଲ ଓ ଅଭୟାରଣ୍ୟରେ ଅଛନ୍ତି । ଗତ ୧୦ ବର୍ଷରେ ବାଘ ସଂଖ୍ୟା ୭୫ ପ୍ରତିଶତ ବୃଦ୍ଧି ପାଇଛି । ୨୦୨୨ ବାଘ ଗଣନା ଅନୁଯାୟୀ ବାଘ ସଂଖ୍ୟା ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ବାଘ ସଂଖ୍ୟା ବୃଦ୍ଧି ଗୌରବର ବିଷୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ