Masthead

ରାଜ୍ୟରେ ୩ ହଜାର ତଳକୁ ଖସୁନି କରୋନା ଗ୍ରାଫ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୩ ହଜାର ତଳକୁ ଖସୁନି କରୋନା ଗ୍ରାଫ। ଗତ ୨୪ଘଣ୍ଟା ଭିତରେ ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬ ଜଣଙ୍କର ମୃତ୍ୟୁ ହୋଇଛି । ଏମାନଙ୍କ ମଧ୍ୟରୁ ୧୮୩୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୮୪ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସର୍ବାଧିକ ଆକ୍ରାନ୍ତ ତାଲିକାରେ ପ୍ରଥମରେ ରହିଛି କଟକ ।

କଟକରୁ ୬୧୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨, ଜଗତସିଂହପୁରରୁ ୨୧୨, କେନ୍ଦ୍ରାପଡ଼ାରୁ ୧୭୯, ନୟାଗଡ଼ରୁ ୧୧୪, ପୁରୀରୁ ୧୮୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ଘଣ୍ଟା ଭିତରେ ୭୪ ହଜାର ୨୨୫ ନମୁନା ପରୀକ୍ଷା ହୋଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ ରହିଛି ୪.୩୪ ପ୍ରତିଶତ । ସେହିଭଳି ଏହି ସମୟ ମଧ୍ୟରେ ୩୪୫୭ ଜଣ ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ୩୦୯୫୦ ସକ୍ରିୟ ସଂକ୍ରମଣ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ