Masthead

ଦେଶରେ ୧ କୋଟି ଟପିଲା ଆରୋଗ୍ୟଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକିଛି ଦିନ ହେବ ହ୍ରାସ ଓ ବୃଦ୍ଧି ପାଉଥିବା ଦେଖାଯାଉଛି । ଗତକାଲି ଜଣାପଡ଼ିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇଛି । ୨୪ ଘଣ୍ଟାରେ ୨୦,୩୪୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୨୨୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଦିନକରେ ୧୯, ୫୮୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ଲକ୍ଷ ୫୦ ହଜାର ୩୩୬ରେ ପହଞ୍ଚିଛି । ମୋଟ ପଜିଟିଭଙ୍କ ସଂଖ୍ୟା ୧ କୋଟି ୩ଲକ୍ଷ ୯୫ ହଜାର ୨୭୮କୁ ବୃଦ୍ଧି ପାଇଛି । ୨,୨୮, ୦୮୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବାବେଳେ ୧,୦୦,୧୬, ୮୫୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ