Masthead

ପାରାଦୀପରେ ମାଛ ମଡ଼କ, ଭାସୁଛି କ୍ୟୁଣ୍ଟାଲ କ୍ୟୁଣ୍ଟାଲ ମାଛ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପରେ ପୁଣି ମାଛ ମଡ଼କ । କପିଳଯୋରରେ ଭାସୁଛି କୁ୍ୟଣ୍ଟାଲ କ୍ୟୁଣ୍ଟାଲ ମାଛ । ସ୍ମତ୍ୱି ଉଦ୍ୟାନ ନିକଟସ୍ଥ ମପିଳଯୋରରେ ଭାସୁଛି ମଲା ମାଛ । ଦୁଇ ଦିନ ଧରି ଯୋରରେ ମାଛ ମରି ଭାସୁଛନ୍ତି । ମାଛ ମରି ଭାସୁଥିବାରୁ ଦୂର୍ଗନ୍ଦମୟ ପାରିବେଶ ସୃଷ୍ଟି ହୋଇଛି । ତେବେ ଏତେ ସଂଖ୍ୟାରେ ମାଛ କିପରି ମଲେ, କାରଣ ଅସ୍ପଷ୍ଟ ରହିଛି । ସ୍ଥାନୀୟ ଲୋକଙ୍କ କହିବାଅନୁଯାୟ ଆଇଓସିଏଲ ବର୍ଜ୍ୟବସ୍ତୁ ରୁ ପାଣି ସମୁଦ୍ର ଓ ନଦୀରେ ମିଷିବା ଫଳରେ ସମୁଦ୍ର ଓ ପରାଦୀପର ଆଖପାଖ ଅଞ୍ଚଳରେ ଥିବା ବିଭିନ୍ନ ନଦୀରେ ପାଣି ବିଷାକ୍ତ ହୋଇଛି । ଫଳରେ କୁଢ଼ କୁଢ଼ ମାଛ ମରି ଭାସୁଥିବାର ଦେଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ