Masthead

କେନ୍ଦ୍ର କ୍ୟାବିନେଟରେ ହୋଇପାରେ ବଡ଼ ଧରଣର ଅଦଳବଦଳ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ ଅଦଳବଦଳ ନେଇ ଜୋର ଧରିଛି ଚର୍ଚ୍ଚା । ପଶ୍ଚିମବଙ୍ଗରେ ପରାଜୟ ଓ ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ଦିଲ୍ଲୀ ଦରବାରରେ ମଧ୍ୟ ବିଜେପି ରାଜନୀତିରେ ଉଷ୍ମତା ଦେଖିବାକୁ ମିଳିଛି । ଶୁକ୍ରବାର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ।

ତେବେ ବିଜେପିର ଏହି ୩ ଶୀର୍ଷ ନେତୃତ୍ୱଙ୍କ ମଧ୍ୟରେ ବୈଠକ ହେବା ପରେ ମନ୍ତ୍ରୀ ମର୍ଡଳର ଅଦଳବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି । ୨୦୧୯ରେ ମୋଦୀ ସରକାର ଦ୍ୱିତୀୟ ଥର ସରକାର ଗଢ଼ିବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ ବା ସଂପ୍ରସାରଣ ନେଇ କସରତ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ