Masthead

କନ୍ଧମାଳରେ ବନ୍ଧୁକ କାରଖାନା ଠାବ

ତୁମୁଡିବନ୍ଧ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନାଞ୍ଚଳରେ ବନ୍ଧୁକ କାରଖାନା ଠାବ । କାରଖାନାରୁ ବିପୁଳ ପରିମାଣର ବନ୍ଧୁକ ତିଆରି ସାମଗ୍ରୀ ଜବତ । ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭମ ଭୋଶଲେଙ୍କ ସୂଚନା । ଘଟଣାସ୍ଥଳରୁ ୩ ଦେଶୀ ବନ୍ଧୁକ, କଟର ମେସିନ ଜବତ । ଡ୍ରିଲ୍ ମେସିନ, ଅଧା ଗଢ଼ା ବନ୍ଧୁକ ଅନ୍ୟାନ୍ୟ ସାମଗ୍ରୀ ଜବତ । ତୁମୁଡିବନ୍ଧ ଥାନା ଠାରୁ ମାତ୍ର ୩ କି ମି ଦୂରରେ ଅବସ୍ଥିତ ୫୯ ନଂ ଜାତୀୟ ରାଜପଥ ପାର୍ଶ୍ଵ ଲାବନ୍ୟନଗର ଗ୍ରାମରେ ଦୀର୍ଘ ବର୍ଷ ଧରି ବେଆଇନ ଭାବେ ଗଢ଼ିଉଠିଥିଲା ଏହି କାରଖାନା ।

କେତେ ଯେ ଦେଶୀ ବନ୍ଧୁକ ଏଠି ତିଆରି ହୋଇ ବିକ୍ରି ହୋଇଛି । ଅବୈଧ ଶିକାର ସାଙ୍ଗକୁ ଏକାଧିକ ଅସାମାଜିକ କାର୍ୟ୍ୟରେ ବ୍ୟବହୃତ ହୋଇଛି ଦେଶୀ ବନ୍ଧୁକ ଏବଂ ଦେଶୀ ପିସ୍ତଲ । ଶେଷରେ ଲଗାତାର ୩/୪ ଟି ଘଟଣା କ୍ରମରେ ଏହି ବେଆଇନ ଦେଶୀ ବନ୍ଧୁକ ତିଆରି କାରଖାନାକୁ ଠାବ କରିବାରେ ସଫଳ ହୋଇଛି ତୁମୁଡିବନ୍ଧ ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ