Masthead

ଦେବୀ ନଦୀରେ ଘାଇ ଆଶଙ୍କା

ଅସ୍ତରଙ୍ଗ (ବଡ଼ ଖବର ବ୍ୟୁରୋ) ଦେବୀ ନଦୀ ବନ୍ଧରେ ଘାଇ । ନଦୀ ବନ୍ଧ ଦୁର୍ବଳ କାମ ହୋଇଥିବାରୁ ବନ୍ଧରେ ଘାଇ ଆରମ୍ଭ ହୋଇଛି । କାଳିଆକଣ ଦେବୀ ନଦୀ ନିକଟରେ ଘାଇ ଆରମ୍ଭ ହୋଇଛି । ଯଦି ଏ ଘାଇ ଭାଙ୍ଗେ ନଗର ପଂଚାୟତ ସମେତ ଅନେକ ଅଂଚଳ ଜଳମଗ୍ନ ହେବା ସହ ଅନେକ ଗ୍ରାମରେ ଜଳ ପ୍ରବେଶ କରିବ । ଦୁର୍ବଳ ଭାବରେ ନଦୀ ବନ୍ଧ କାମ ହୋଇଥିବାରୁ  ନଦୀ ଧସେଇ ଖସିଛି । ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ