Masthead

ରାଜ୍ୟରେ ଆଉ ୩ ଦିନ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ । ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ଭାବ୍ୟ ପ୍ରାକୃତିକ ବିପର୍ୟ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନ‌ରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ନେଇ ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ