Masthead

ରାଜ୍ୟରେ ଆଉ ୩ ଦିନ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ଲାଗି ରହିବ । ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି । ତେଣୁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ଭାବ୍ୟ ପ୍ରାକୃତିକ ବିପର୍ୟ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି । ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଗଜପତି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନ‌ରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ନେଇ ଆକଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ