Masthead

ଗାଁରେ ନାହିଁ ଡ୍ରେନେଜ ସୁବିଧା

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଅବହେଳିତ ଅବସ୍ଥାରେ ଗାଁ । ଡ୍ରେନେଜ ସୁବିଧା ନଥିବାରୁ ହଇରାଣ ହେଉଛନ୍ତି ଲୋକେ । ପ୍ରଶାସନିକ ଅଧିକାରୀଙ୍କ ଖାମଖିଆଲି ମନଭାବ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକ । ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କେନ୍ଦ୍ରାପାଟି ପଞ୍ଚାୟତରେ ଡ୍ରେନେଜ ସୁବିଧା ନଥିବାରୁ ବର୍ଷା ଦିନରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକ । ପାଣି ଜମି ରହି ଗାଁରେ ଦୁର୍ଗନ୍ଧ ପରିବେଶ ସୃଷ୍ଟି ହେବା ସହ ପରିବେଶକୁ ଦୂଷିତ କରୁଛି । ଏନେଇ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ