Masthead

ଗାଁରେ ନାହିଁ ଡ୍ରେନେଜ ସୁବିଧା

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଅବହେଳିତ ଅବସ୍ଥାରେ ଗାଁ । ଡ୍ରେନେଜ ସୁବିଧା ନଥିବାରୁ ହଇରାଣ ହେଉଛନ୍ତି ଲୋକେ । ପ୍ରଶାସନିକ ଅଧିକାରୀଙ୍କ ଖାମଖିଆଲି ମନଭାବ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକ । ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ କେନ୍ଦ୍ରାପାଟି ପଞ୍ଚାୟତରେ ଡ୍ରେନେଜ ସୁବିଧା ନଥିବାରୁ ବର୍ଷା ଦିନରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକ । ପାଣି ଜମି ରହି ଗାଁରେ ଦୁର୍ଗନ୍ଧ ପରିବେଶ ସୃଷ୍ଟି ହେବା ସହ ପରିବେଶକୁ ଦୂଷିତ କରୁଛି । ଏନେଇ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ନିଲର୍ଜର ସୀମା ଟପିଲେ ଆଫ୍ରିଦ