Masthead

ଭିସୁଟରେ ନାହିଁ କରୋନା ଭୟ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଭିସୁଟରେ ନାହିଁ କରୋନା ଭୟ । ଭିସୁଟ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ ଥିଲା । ବୁର୍ଲା ସ୍ଥିତ ଭିସୁଟର କୌଣସି ଛାତ୍ର କରୋନାରେ ଆକ୍ରାନ୍ତ ହୋଇନାହାନ୍ତି । କିଟ ଖରାପ ଯୋଗୁଁ ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ପୁର୍ବରୁ ଭିସୁଟରେ ୨୫ରୁ ଅଧିକ ଛାତ୍ରଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଥିଲା । ଏନେଇ ସ୍ପଷ୍ଟୀକରଣ ରଖିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଭିସୁଟରେ କିଛି ଛାତ୍ରଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଇଥିଲା ।

ସେଥିରେ ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିଲା । କିନ୍ତୁ ପରେ ଆରଟିପିସିଆର୍ ସମ୍ପୃକ୍ତ ଛାତ୍ରଙ୍କ ରିପୋର୍ଟ ପଜିଟିଭ ଆସିନାହିଁ । ପୂର୍ବରୁ ଟେଷ୍ଟ କରାଯାଇଥିବା କିଟ୍ ଖରାପ ଯୋଗୁଁ ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି । ଫେବୃଆରୀ ୨୭ରେ ଭିସୁଟର କୋଟ ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା । ଏହାପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଦେଇଥିଲା । ପରେ ୨୮ ତାରିଖରେ ଭିସୁଟକୁ ସଟଡ଼ାଉନ ଘୋଷଣା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି