Masthead

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଭକ୍ତ ରଞ୍ଜନ ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ନାହିଁ କହିଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି । ସେ କହିଛନ୍ତି ଗଞ୍ଜାମ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରଚୁର ବର୍ଷା ହୋଇଛି । ଗତକାଲି ସୁଦ୍ଧା ଜଳଭଣ୍ଡାର ସ୍ଥିତି ଠିକ୍‌ ନଥିଲା, ଏବେ ସ୍ଥିତି ଭଲ ଅଛି ।

ପାହାଡ଼ିଆ ଅଞ୍ଚଳରେ ଫ୍ଲାସ ଫ୍ଲଡ୍ ହୋଇଛି ବୋଲି କହିଛନ୍ତି ଭକ୍ତ ରଞ୍ଜନ ମହାନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ମାଲକାନଗିରିରେ ୨୦୦ ମିମିରୁ ଅଧିକ ବର୍ଷା ହୋଇଥିବାରୁ ରାସ୍ତା ବୁଡ଼ିଛି । ହୀରାକୁଦ ଜଳଭଣ୍ଡାର ସ୍ଥିତି ଭଲ ନାହିଁ, ଗତବର୍ଷ ତୁଳନାରେ ୧୧ ଫୁଟ୍ ତଳେ ଜଳ ରହିଛି । ଆଗାମୀ ୨ ଦିନରେ ହେବାକୁ ଥିବା ବର୍ଷାରେ ଜଳଭଣ୍ଡାର ସ୍ଥିତି ଭଲ ହେବ । ଜୁନ୍ ୧ରୁ ଫ୍ଲଡ୍ କଣ୍ଟ୍ରୋଲ୍ ରୁମ୍‌ ଖୋଲା ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ