Masthead

ଏପରି ଘୃଣ୍ୟ କାମ ପାଇଁ ଦେଶରେ କୌଣସି ସ୍ଥାନ ନାହିଁ : ବିରେନ ସିଂ

ଇମ୍ଫାଲ  (ବଡ଼ ଖବର ବ୍ୟୁରୋ):  ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ ବିବ୍ରତ ହୋଇଛି । ଏଯାବତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ରାଜ୍ୟ ପୋଲିସ ତଦନ୍ତ ଜାରି ରଖିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଏନ୍‌ ବିରେନ୍‌ ସିଂହ କହିଛନ୍ତି ଯେ ଭିଡିଓ ସାମ୍ନାକୁ ଆସିବା ପରେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପ୍ରୟାସ ଆରମ୍ଭ କରାଯାଇଥିଲା।

ଖୁବ୍‌ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ତେବେ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫାଶୀ ଦିଆଯିବାକୁ ଦାବି କରାଯିବ ବୋଲି ସେ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଆମ ଜ ଏପରି ଘୃଣ୍ୟ କାମ ପାଇଁ କୌଣସି ସ୍ଥାନ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି