ବର୍ଷା ନାହିଁ, ମାଟି ଫାଟି ଆଁ କଲାଣି

ନୂଆପଡା (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲା ଜୟ କିଷାନ ସଂଗ୍ରାମ ପରିଷଦ। କୁରୁମପୁରୀ ଠାରୁ ନୂଆପଡ଼ାକୁ ପଦଯାତ୍ରା କଲେ ହଜାର ହଜାର ଚାଷୀ। ନୂଆପଡ଼ାରେ ବର୍ଷା ନାହିଁ, ମାଟି ଫାଟି ଆଁ କଲାଣି । ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଗଲାଣି। ଆଗକୁ ପଶ୍ଚିମ ଓଡିଶାର ବଡ଼ ପର୍ବ ନୂଆଖାଇ।

ହେଲେ ଚାଷୀ ହତାଶ। ସମ୍ପୂର୍ଣ୍ଣ ମରୁଡି ଘୋଷଣା ଓ ଋଣ ଛାଡ, ସାରର କଳାବଜାରୀକୁ ନେଇ ଜୟ କିଷାନ ସଂଗ୍ରାମ ପରିଷଦର ଆନ୍ଦୋଳନକୁ ଓହ୍ଲାଇଛି । ସରକାର ନ ଶୁଣିଲେ ଆନ୍ଦୋଳନ ନବୀନ ନିବାସ ପର୍ୟ୍ୟନ୍ତ ଯିବ ବୋଲି ଚେତାବନୀ ଦେଇଛନ୍ତି ଆନ୍ଦୋଳନର ଆବାହକ ଯଦୁମଣି ପାଣିଗ୍ରାହୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ବଲିଉଡର ଭେଟରାନ ଅଭିନେତା ନାନା ପାଟେକରଙ୍କ ପରଲୋକ 🔴 ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର