Masthead

ନିର୍ବାଚନ ପାଇଁ ଏବେ ବହୁତ ସମୟ ରହିଛି : ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଆଗୁଆ ହେବନି ନିର୍ବାଚନ । ନୂଆ ସଂସଦ ଭବନରେ ଏଭଳି ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି କହିଛନ୍ତି, ଏବେ ନିର୍ବାଚନକୁ ବହୁତ ସମୟ ଅଛି । ଗୋଟିଏ ଦେଶ ଗୋଟିଏ ନିର୍ବାଚନ କୁ ନେଇ ସବୁ ରାଜନୈତିକ ଦଳମାନଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଥିଲା । ହେଲେ ମୋଦି ଆଜି ସଂସଦରେ ବୟାନ ଦେଇ ଶ୍ରୀଘ୍ର ନିର୍ବାଚନକୁ ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ