Masthead

ବାଣ ଦୋକାନରେ ଲାଗିଲା ଭୟଙ୍କର ନିଆଁ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ):  ତାମିଲନାଡୁର କଲ୍ଲାକୁରିଚି ଜିଲ୍ଲାର ଶଙ୍କପୁରମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବାଣ ଦେକାନରେ ନିଆଁ ଲାଗି ୫ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ମୃତକଙ୍କ ମଧ୍ୟରେ ଦୋକାନର ମାଲିକ ଓ ତାଙ୍କର କର୍ମଚାରୀ ଥିବା ଜଣାପଡିଛି । ଏହି ଘଟଣାରେ ଆହୁରି ୧୦ ଜଣ ପୋଡି ଯାଇଛନ୍ତି ।

ସେମାନଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି । ସମସ୍ତଙ୍କୁ କଲ୍ଲାକୁରିଚି ସ୍ଥିତ ସରକରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ନିଆଁ କେମିତି ଲାଗିଲା ତାହା ଏ ଯାଏଁ ଜଣାପଡିନାହିଁ । ଦୋକାନରେ ନିଆଁ ଲାଗିବା ପରେ ସେଠାରେ ବିଷ୍ଫୋରଣ ହୋଇ ଆଖପାଖରେ ଥିବା ଦୋକାନ ଗୁଡିକରେ ନିଆଁ ଲାଗି ଯାଇଥିଲା । ନିଆଁରେ ଅନ୍ୟମାନେ ଆଘାତ ହୋଇଥିବା ମଧ୍ୟ ଜଣାପଡିଛି । ତେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍