Masthead

ପିପିଲି ମଇଦାନରେ ୧୫ ଜଣ

ପିପିଲି (ବଡ଼ ଖବର ବ୍ୟୁରୋ): ୧୧୦ ପିପିଲି ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ବିଜେଡ଼ି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏଠାରେ ଅନୁଷ୍ଠିତ ହେବାକୁ ଯାଉଛି ଉପନିର୍ବାଚନ । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଥିଲା ଶେଷ ଦିନ । ପୁରୀ ଏଡ଼ିଏମଙ୍କ ଅଫିସରେ ବିଜେଡ଼ି, ବିଜେପି, କଂଗ୍ରେସ ସମେତ ବିଭିନ୍ନ ଦଳର ୧୫ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଏମାନଙ୍କ ମଧ୍ୟରେ ସ୍ୱାଧିନପାର୍ଥୀ ମଧ୍ୟ ଅଛନ୍ତି । ନାମାଙ୍କନ ଭରିବା ବେଳେ ରାଜନୈତିକ ଦଳର ପ୍ରାର୍ଥୀମାନେ ଦେଖାଇଥିଲେ ସେମାନଙ୍କର ତାକତ । କୋଭିଡ଼ କଟକଣା ନିୟମ ଉଲ୍ଲଙ୍ଘନ କରି ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀମାନେ ଶୋଭାଯାତ୍ରାରେ ଏଡ଼ିଏମ ଅଫିସକୁ ଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି