Masthead

ସର୍ବଦଳୀୟ ବୈଠକରେ ଆସିଲା ୪ଟି ପ୍ରସ୍ତାବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଜୋରଦାର । ସର୍ବଦଳୀୟ ବୈଠକରେ ଆସିଲା ୪ଟି ପ୍ରସ୍ତାବ । ସେପଟେ ମଦମୁକ୍ତ ନିର୍ବାଚନ ପାଇଁ ଆସିଲା ପ୍ରସ୍ତାବ । ୭ ଦିନ ପୂର୍ବରୁ ମଦ ବନ୍ଦ ପାଇଁ ପ୍ରସ୍ତାବ ଆସିଥିବାର ଦେଖିବାକୁ ମିଳିଛି ।

କେବଳ ଏତିକି ନୁହେଁ ତୃଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ପ୍ରସ୍ତାବ, ଭୋଟଦାନ ଅବଧି ୨ ଘଣ୍ଟା ବୃଦ୍ଧି ନେଇ ପ୍ରସ୍ତାବ, ସରପଞ୍ଚ, ସମିତି ସଭ୍ୟଙ୍କ ଖର୍ଚ୍ଚ ବୃଦ୍ଧି ପ୍ରସ୍ତାବ, ୮୦ ହଜାରରୁ ୨ ଲକ୍ଷକୁ ବୃଦ୍ଧି ଦାବି ଉଠିଲା, ଜିଲ୍ଲା ପରିଷଦ ସଭ୍ୟଙ୍କ ଖର୍ଚ୍ଚ ବୃଦ୍ଧି ପ୍ରସ୍ତାବ ସେହିପରି ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି ଦାବି ଉଠିଥିବାର ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା