Masthead

୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି ଲଘୁଚାପ ବଳୟ । ଯାହା ଦ୍ୱାରା ଶନିବାର ଦିନ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ଯାଏ ବର୍ଷା ଜାରି ରହିବ । ଯାହା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆସନ୍ତାକାଲି ୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ୫ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ କେନ୍ଦ୍ରାପଡ଼ାଦ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୧୬ଟି ଜିଲ୍ଲାରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି