‘ଦଳ ଉପରେ କୌଣସି ପ୍ରଭାବ ପଡିବ ନାହିଁ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ନିର୍ବାଚନ କମିଶନ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି । ଏହା ଫଳରେ ଶିବସେନା ଦଳ ଠାକରେ ପରିବାର ହାତରୁ ଖସିଯିବା ନିଶ୍ଚିତ ହୋଇଯାଇଛି । ଭାରତୀୟ ନିର୍ବାଚନ କମିଶନ ଗତକାଲି ସିନ୍ଦେ ଗୋଷ୍ଠୀଙ୍କୁ ଶିବସେନା ନାଁରେ ନାମିତ କରିବା ସହ ଦଳୀୟ ଚିହ୍ନ ଧନୁ-ତୀର ପ୍ରଦାନ କରିଛନ୍ତି। ଏହାକୁ ନେଇ ତେଜିଛି ରାଜନୀତି।

ଉଦ୍ଧବ ଠାକେରଙ୍କ ସମର୍ଥନରେ ବାହାରିଛନ୍ତି ଏନସିପି ମୁଖ୍ୟ ଶରଦ ପାୱାର ଓ ଦଳର ବରିଷ୍ଠ ନେତା ଅଜିତ ପାୱାର। ଚିହ୍ନ ବଦଳିବା ଦ୍ୱାରା ଉଦ୍ଧବ ଠାକୁରଙ୍କ ନେତୃତ୍ୱାଧୀନ ଶିବସେନା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି। ନିର୍ବାଚନ ଆୟୋଗ ତରବରିଅ ଭାବେ ଏହି ନିଷ୍ପତ୍ତି ନେଇଥିବା ବରିଷ୍ଠ ଏନସିପି ନେତା ଅଜିତ ପାୱାର କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ