Masthead

ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବାହାରିବନି ଶୋଭାଯାତ୍ରା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ହନୁମାନ ଜୟନ୍ତୀରେ ବାହାରିବନି ଆଖଡ଼ା ଶୋଭାଯାତ୍ରା । ସମ୍ବଲପୁରରେ ଚଳିତ ବର୍ଷ ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ବନ୍ଦ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ନିଷ୍ପତ୍ତି । ବାଇକ୍ ରାଲି ମଧ୍ୟ ବନ୍ଦ ପାଇଁ ନିଷ୍ପତି ନିଆଯାଇଛି । ଆଗକୁ ନିର୍ବାଚନ ଥିବାରୁ ଜିଲ୍ଲା ପ୍ରଶାସନ ଏପରି ନିଷ୍ପତି ନେଇଛି ।

ଗତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପଥର ମାଡରେ ୧୦ ପୁଲିସଙ୍କ ସମେତ ୫୦ରୁ ଅଧିକ ହନୁମାନ ଜୟନ୍ତୀ ସ୍ୱମନ୍ୱୟ ସିମିତିର କର୍ମକର୍ତ୍ତା ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ