Masthead

ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବାହାରିବନି ଶୋଭାଯାତ୍ରା

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ହନୁମାନ ଜୟନ୍ତୀରେ ବାହାରିବନି ଆଖଡ଼ା ଶୋଭାଯାତ୍ରା । ସମ୍ବଲପୁରରେ ଚଳିତ ବର୍ଷ ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ବନ୍ଦ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଶାନ୍ତି ଓ ସମନ୍ବୟ କମିଟି ବୈଠକରେ ନିଷ୍ପତ୍ତି । ବାଇକ୍ ରାଲି ମଧ୍ୟ ବନ୍ଦ ପାଇଁ ନିଷ୍ପତି ନିଆଯାଇଛି । ଆଗକୁ ନିର୍ବାଚନ ଥିବାରୁ ଜିଲ୍ଲା ପ୍ରଶାସନ ଏପରି ନିଷ୍ପତି ନେଇଛି ।

ଗତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପଥର ମାଡରେ ୧୦ ପୁଲିସଙ୍କ ସମେତ ୫୦ରୁ ଅଧିକ ହନୁମାନ ଜୟନ୍ତୀ ସ୍ୱମନ୍ୱୟ ସିମିତିର କର୍ମକର୍ତ୍ତା ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା