Masthead

ବନ୍ଧା ହେଲେ ଚୋର ଗ୍ୟାଙ୍ଗ

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଲୋକଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଚୌଦ୍ୱାର ଅଞ୍ଚଳର ବିଭିନ୍ନ ଲୋକଙ୍କ ଘରେ ପଶି ଚୋରି କରୁଥିଲେ । ମଙ୍ଗଳବାର ପାଞ୍ଚଜଣିଆ ଚୋର ଦଳକୁ ଗିରଫ କରିଛି ଚୌଦ୍ୱାର ପୋଲିସ । ପାଞ୍ଚଜଣ ଚୋରଙ୍କ ମଧ୍ୟରେ ଦୁଇଜଣ ନାବାଳକ । ଗିରଫ ଅଭିଯୁକ୍ତମାନେ ହେଲେ ନିରଞ୍ଜନ ଖଟୁଆ, ବିକାଶ ସହାୟା, ତପନ ଦାସ । ଚୌଦ୍ୱାର ଓଟିଏମ କୋଲୋନୀର ଦିବ୍ୟଜ୍ୟୋତି ଦାସଙ୍କ ଘରୁ ଏଲିଇଡି ଟିଭି, ଲାପଟପ, ଗ୍ରାଇଣ୍ଡର ଓ ୫୦ ହଜାର ଟଙ୍କା ଚୋରି ହୋଇଥିଲା । ଦିବ୍ୟଜ୍ୟୋତିଙ୍କ ପରିବାର କ୍ୱାରେନଣ୍ଟାଇନରେ ଥିବା ବେଳେ କଳାକନା ବୁଲାଇଥିଲେ ଏହି ଗ୍ୟାଙ୍ଗ । ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ କରି ଏହି ଗ୍ୟାଙ୍ଗକୁ ଧରିଛି । ତଦନ୍ତ ବେଳେ ଏମାନେ ମାନିଥିଲେ ଯେ ସ୍ଥାନୀୟ ଅଞ୍ଚଳରୁ ଚୋରି କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ