Masthead

ରେଙ୍ଗାଳିରେ ଡ଼କାୟତି ଉଦ୍ୟମ ପଣ୍ଡ, ୫ ଗିରଫ

ରେଙ୍ଗାଳି(ବଡ଼ ଖବର ବ୍ୟୁରୋ): ଡ଼କାୟତି ଉଦ୍ୟମ ପଣ୍ଡ ୫ ଗିରଫ । ସମ୍ବଲପୁର ଜିଲ୍ଲା ରେଙ୍ଗାଳି ଅଞ୍ଚଳରେ ଡ଼କାୟତି ଯୋଜନା କରୁଥିବା ବେଳେ ରେଙ୍ଗାଲି ଥାନା ପୋଲିସହ ଚଢ଼ଉ । ତେବେ ୫ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ୨ ଜଣ ଫେରାର ହୋଇଯାଇଥିବା ସୂଚନା ରହିଛି। ସେମାନଙ୍କ ଠାରୁ ବହୁ ମାରଣାସ୍ତ୍ର ଜବତ କରାଯାଇଛି । ଗିରଫ ଅଭିଯୁକ୍ତମାନେ ରେଙ୍ଗାଲି ବ୍ଲକପଡ଼ାର ଜିତୁ ମାଝୀ, ବିଟୁ ଗୁରୁ, ଲକ୍ଷ୍ମଣପଡ଼ାର ଆକାଶ ଓରାମ, ଠେଲକୋଲୋଇ ଥାନା ତିଲେଇମାଲର ଜେନ୍ସ ଓରାମ, ସଦର ଥାନା ଝାରମୁଣ୍ଡା ର ଭୀଷ୍ମ ବନୋଛର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ