Masthead

ରେଙ୍ଗାଳିରେ ଡ଼କାୟତି ଉଦ୍ୟମ ପଣ୍ଡ, ୫ ଗିରଫ

ରେଙ୍ଗାଳି(ବଡ଼ ଖବର ବ୍ୟୁରୋ): ଡ଼କାୟତି ଉଦ୍ୟମ ପଣ୍ଡ ୫ ଗିରଫ । ସମ୍ବଲପୁର ଜିଲ୍ଲା ରେଙ୍ଗାଳି ଅଞ୍ଚଳରେ ଡ଼କାୟତି ଯୋଜନା କରୁଥିବା ବେଳେ ରେଙ୍ଗାଲି ଥାନା ପୋଲିସହ ଚଢ଼ଉ । ତେବେ ୫ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ୨ ଜଣ ଫେରାର ହୋଇଯାଇଥିବା ସୂଚନା ରହିଛି। ସେମାନଙ୍କ ଠାରୁ ବହୁ ମାରଣାସ୍ତ୍ର ଜବତ କରାଯାଇଛି । ଗିରଫ ଅଭିଯୁକ୍ତମାନେ ରେଙ୍ଗାଲି ବ୍ଲକପଡ଼ାର ଜିତୁ ମାଝୀ, ବିଟୁ ଗୁରୁ, ଲକ୍ଷ୍ମଣପଡ଼ାର ଆକାଶ ଓରାମ, ଠେଲକୋଲୋଇ ଥାନା ତିଲେଇମାଲର ଜେନ୍ସ ଓରାମ, ସଦର ଥାନା ଝାରମୁଣ୍ଡା ର ଭୀଷ୍ମ ବନୋଛର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ