Masthead

ଘରେ ପଶିଲେ, କଳାକନା ବୁଲାଇଲେ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ମହିଳାଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରୀ । ଜଗତସିଂହପୁର ଜିଲ୍ଲା ଏରସମା ଥାନା ଦେଇକା ଗ୍ରାମରେ ମହିଳାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି । ଘଟଣାସ୍ଥଳରେ ଏରସମା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘର ମାଲିକ ସନ୍ତୋଷ କୁମାର ବେହେରା ଘରେ ନଥିବା ବେଳେ ବିଳମ୍ବିତ ରାତିରେ ଘର ଭିତରେ ପଶିଥିଲେ।

ସ୍ତ୍ରୀ ଓ ଝିଅ ମୁଣ୍ଡରେ ବନ୍ଧୁକ ଲଗାଇ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଗଡରେଜ ଭିତରେ ଥିବା ୪୦ ହଜାର ଟଙ୍କା ସହ ପାଖାପାଖି ୨୦ ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଏରସମା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା