ବନ୍ଧା ହେଲେ ଚୋର ଗ୍ୟାଙ୍ଗ

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ): ଲୋକଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଚୌଦ୍ୱାର ଅଞ୍ଚଳର ବିଭିନ୍ନ ଲୋକଙ୍କ ଘରେ ପଶି ଚୋରି କରୁଥିଲେ । ମଙ୍ଗଳବାର ପାଞ୍ଚଜଣିଆ ଚୋର ଦଳକୁ ଗିରଫ କରିଛି ଚୌଦ୍ୱାର ପୋଲିସ । ପାଞ୍ଚଜଣ ଚୋରଙ୍କ ମଧ୍ୟରେ ଦୁଇଜଣ ନାବାଳକ । ଗିରଫ ଅଭିଯୁକ୍ତମାନେ ହେଲେ ନିରଞ୍ଜନ ଖଟୁଆ, ବିକାଶ ସହାୟା, ତପନ ଦାସ । ଚୌଦ୍ୱାର ଓଟିଏମ କୋଲୋନୀର ଦିବ୍ୟଜ୍ୟୋତି ଦାସଙ୍କ ଘରୁ ଏଲିଇଡି ଟିଭି, ଲାପଟପ, ଗ୍ରାଇଣ୍ଡର ଓ ୫୦ ହଜାର ଟଙ୍କା ଚୋରି ହୋଇଥିଲା । ଦିବ୍ୟଜ୍ୟୋତିଙ୍କ ପରିବାର କ୍ୱାରେନଣ୍ଟାଇନରେ ଥିବା ବେଳେ କଳାକନା ବୁଲାଇଥିଲେ ଏହି ଗ୍ୟାଙ୍ଗ । ଥାନାରେ ଏତଲା ଦେବା ପରେ ପୋଲିସ ତଦନ୍ତ କରି ଏହି ଗ୍ୟାଙ୍ଗକୁ ଧରିଛି । ତଦନ୍ତ ବେଳେ ଏମାନେ ମାନିଥିଲେ ଯେ ସ୍ଥାନୀୟ ଅଞ୍ଚଳରୁ ଚୋରି କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!