Masthead

ପିଲାଙ୍କ ଟିକାକରଣ କଥା ଏବେଠୁ ଚିନ୍ତାକର: ସୁପ୍ରିମ କୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଏବେ ଭାରତରେ ଚାଲିଛି କରୋନାର ଦ୍ୱିତୀୟ ଲହର । ଦ୍ୱିତୀୟ ଲହର ଶୀର୍ଷ ଛୁଇଁବାକୁ ବାକି ଅଛି, କିନ୍ତୁ କନ୍ଦେଇ ସାରିଲାଣି । ପ୍ରତିଦିନ ହଜାର ହଜାର ଲୋକ ଆକ୍ରାନ୍ତ ହେଉଥିବା ବେଳେ ଶହ ଶହ ଲୋକଙ୍କ ମୃତ୍ୟୁ ହେଉଛି । ସମଗ୍ର ଦେଶରେ ଜରୁରୀକାଳିନ ପରିସ୍ଥିତି ଭଳି ସ୍ଥିତି ଲାଗିରହିଛି । ସବୁ ସରକାରୀ ଡାକ୍ତରଖାନାରେ କରୋନା ଆକ୍ରାନ୍ତଙ୍କୁ ସ୍ୱାସ୍ଥ୍ରସେବା ଯୋଗାଇବା ସମ୍ଭବ ହେଉନାହିଁ ।

ପୁଣି ଆସୁଛି କରୋନାର ତୃତୀୟ ଲହରା ତୃତୀୟ ଲହର ମୁକାବିଲା ପାଇଁ ସତର୍କ ଓ ପ୍ରସ୍ତୁତ ରହିବାକୁ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍‌ କୋର୍ଟ ନିର୍ଦେଶ ଦେଇଛନ୍ତି । ତୃତୀୟ ଲହରରେ ଛୋଟ ପିଲାମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହା ବିଶେଷଜ୍ଞମାନେ ଆଗୁଆ ସୂଚନା ଦେଇସାରିଲେଣି । ପିଲାଙ୍କ ଟିକାକରଣ ପାଇଁ ଏବେଠୁ ଚିନ୍ତା କରିବାକୁ ଦେଶର ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି । ତୁରନ୍ତ ହସ୍ପିଟାଲ୍‌ଗୁଡ଼ିକୁ ଅକ୍ସିଜେନ ଯୋଗାଇ ଦେବାକୁ ମଧ୍ୟ ଶୀର୍ଷ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା