Masthead

କେନ୍ଦୁଝରର ୧୩ଟି ବ୍ଲକ ଆମ ଓଡିଶା ନବୀନ ଓଡିଶା ଯୋଜନାରେ ସାମିଲ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ):କେନ୍ଦୁଝର ଜିଲ୍ଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ୟ୍ୟକ୍ରମ । ଏହି ଯୋଜନାରେ କେନ୍ଦୁଝର ଜିଲ୍ଲାର ୧୩ ଟି ବ୍ଳକ କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ କରିଛନ୍ତି। ଏହାର ଲକ୍ଷ ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି । ଏହି ନାରାରେ ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ କେନ୍ଦୁଝର ଜିଲ୍ଲାରେ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫୬୮ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସାମିଲ ହୋଇଛି ।

ସେଥିମଧ୍ୟରୁ ସାହାରପଡା ବ୍ଲକର ୨୦ଟି ପଞ୍ଚାୟତକୁ ୧୦ କୋଟି ଓ ପାଟଣା କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି । ଏହି ଅବସରରେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ବିଡିଓ ମାଧବ ଚନ୍ଦ୍ର ବିରୁଆ,ତହସିଲଦାର ପ୍ରିୟଦର୍ଶିନୀ ପତି,ଏପିଓ ମନାଲିସା ସାମଲ, କନିଷ୍ଠ ଯନ୍ତ୍ରୀ ତପନ କୁମାର ପଲେଇ, ଯନ୍ତ୍ରୀ ଉତ୍କଳ ବେହେରା, ଏବଂ ସମସ୍ତ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ଓ ଏସଏସଜି ମା ମାନେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି