Masthead

ଦୁଇ ଭାଇଙ୍କ ଦେହରେ ବାଜିଛି ୧୩ ଗୁଳି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଅତିକ ଓ ଅଶରଫ ହତ୍ୟା ମାମଲା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଦୁଇ ଭାଇଙ୍କ ଦେହରେ ବାଜିଛି ୧୩ ରାଉଣ୍ଡ ଗୁଳି । ବ୍ୟବଚ୍ଛେଦ ରିପୋର୍ଟରେ ଅତିକଙ୍କ ଶରୀରରେ ୮ଟି ଗୁଳି ବାଜିଥିବା ବେଳେ ଅସରଫଙ୍କ ଦେହରେ ୫ଟି ଗୁଳି ବାଜିଥିବା ରିପୋର୍ଟରେ ଦର୍ଶାଯାଇଛି। ଅତିକଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜି ଥିବାବେଳେ ଅନ୍ୟ ୭ଟି ଗୁଳି ବେକ, ଛାତି ଏବଂ ପେଟ ଏବଂ ହାତରେ ବାଜିଛି ।

ସେହିପରି ଅସରଫଙ୍କ ମୁହଁରେ ଗୋଟିଏ ଗୁଳି ବାଜିଥିବା ବେଳେ ଓ ଆଉ ୪ଟି ଗୁଳି ବେକ, ଛାତି ଏବଂ ପେଟରେ ବାଜିଛି। ୪ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଉଭୟଙ୍କ ବ୍ୟବଚ୍ଛେଦ ହୋଇଥିବା ଜଣାପଡିଛି। ଏପରିକି ବ୍ୟବଚ୍ଛେଦର ଭିଡିଓ ମଧ୍ୟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ