Masthead

ଦୁଇ ଭାଇଙ୍କ ଦେହରେ ବାଜିଛି ୧୩ ଗୁଳି

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଅତିକ ଓ ଅଶରଫ ହତ୍ୟା ମାମଲା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଦୁଇ ଭାଇଙ୍କ ଦେହରେ ବାଜିଛି ୧୩ ରାଉଣ୍ଡ ଗୁଳି । ବ୍ୟବଚ୍ଛେଦ ରିପୋର୍ଟରେ ଅତିକଙ୍କ ଶରୀରରେ ୮ଟି ଗୁଳି ବାଜିଥିବା ବେଳେ ଅସରଫଙ୍କ ଦେହରେ ୫ଟି ଗୁଳି ବାଜିଥିବା ରିପୋର୍ଟରେ ଦର୍ଶାଯାଇଛି। ଅତିକଙ୍କ ମୁଣ୍ଡରେ ଗୋଟିଏ ଗୁଳି ବାଜି ଥିବାବେଳେ ଅନ୍ୟ ୭ଟି ଗୁଳି ବେକ, ଛାତି ଏବଂ ପେଟ ଏବଂ ହାତରେ ବାଜିଛି ।

ସେହିପରି ଅସରଫଙ୍କ ମୁହଁରେ ଗୋଟିଏ ଗୁଳି ବାଜିଥିବା ବେଳେ ଓ ଆଉ ୪ଟି ଗୁଳି ବେକ, ଛାତି ଏବଂ ପେଟରେ ବାଜିଛି। ୪ ଜଣିଆ ଡାକ୍ତରୀ ଦଳଙ୍କ ତତ୍ତ୍ୱାବଧାନରେ ଉଭୟଙ୍କ ବ୍ୟବଚ୍ଛେଦ ହୋଇଥିବା ଜଣାପଡିଛି। ଏପରିକି ବ୍ୟବଚ୍ଛେଦର ଭିଡିଓ ମଧ୍ୟ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ