Masthead

କୋଣାର୍କରେ ଜଳିଗଲା ୧୩ ହସ୍ତଶିଳ୍ପ ଦୋକାନ

କୋଣାର୍କ (ବଡ଼ ଖବର ବ୍ୟୁରୋ): କୋଣାର୍କରେ ଜଳିଗଲା ହସ୍ତଶିଳ୍ପ ଦୋକାନ । ନିଆଁ ଲାଗି ୧୩ ଦୋକାନ ପୋଡି ପାଉଁଶ। ନିଆଁ ଲାଗିବା କାରଣ ଅସ୍ପଷ୍ଟ ଥିବା ବେଳେ କୋଣାର୍କ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ ବିଭାଗ । କୋଣାର୍କ ମନ୍ଦିରକୁ ଯିବା ବାଟରେ ପ୍ରାୟ ସହ ସହ ଉଠା ଦୋକାନୀ ବସି ଦୀର୍ଘ ଦିନ ହେବ ଵେବସାୟ କରିଆସୁଛନ୍ତି । କିନ୍ତୁ ହଠାତ୍ ରବିବାର ରାତି ଗୋଟାଏରେ ଲାଗିଯାଇଥିଲା ନିଆଁ । ନିଆଁ ଲାଗିବା ପରେ କୋଣାର୍କ ଚମ୍ପା ହାର ଅଗ୍ନିଶମ ବିଭାଗକୁ କିଛି ଦୋକାନୀ ଫୋନ କରିଥିଲେ । ପରେ ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଥିଲେ ଅଗ୍ନିଶମ ବିଭାଗ । ସେତବେଳକୁ ପ୍ରାୟ ୧୩ ଗୋଟି ଦୋକାନ ପୋଡି ପାଉଁଶ ହୋଇଯିବା ସହ ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡି ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି