Masthead

ବାୟୁ ପ୍ରଦୂଷଣ କାରଣରୁ ପ୍ରତି ମିନିଟରେ ମରୁଛନ୍ତି ୧୩ ଜଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସାରା ବିଶ୍ୱରେ ବାୟୁପ୍ରଦୂଷଣ ବଢିବାରେ ଲାଗିଛି । ଏନେଇ ସାରା ବିଶ୍ୱ ବର୍ତ୍ତମାନ ଚିନ୍ତିତ । ଏହା ମଧ୍ୟରେ ବାୟୁପ୍ରଦୂଷଣକୁ ନେଇ ଏକ ବଡ଼ ଖୁଲାସା କରିଛି WHO । ତେବେ ବାୟୁ ପ୍ରଦୂଷଣ ହେତୁ ସାରା ବିଶ୍ୱରେ ପ୍ରତି ମିନିଟରେ ୧୩ ଜଣଙ୍କର ମୃତ୍ୟୁ ହେଉଛି ।

ଏ ଖବର ସାମ୍ନାକୁ ଆସିବା ପରେ ବର୍ତ୍ତମାନ ସାରା ବିଶ୍ୱରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ଏହା ସହ ଯଦି ଲୋକମାନେ ଆଗମୀ ସମୟରେ ସତର୍କତା ଅବଲମ୍ବନ କରନ୍ତି ନାହିଁ, ତାହାଲେ ସାରା ବିଶ୍ୱ ଭୟଙ୍କର ପରିଣାମର ସାମ୍ନା କରିପାରେ ବୋଲି WHO ଚେତାବନୀ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା