Masthead

କୁମ୍ଭମେଳାରୁ ଫେରିଥିବା ୧୩ଜଣ ପଜିଟିଭ

କଟକ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଲେଣି କୁମ୍ଭମେଳା ଫେରନ୍ତା । କୁମ୍ଭମେଳାରୁ କଟକ ଫେରିଥିବା ୧୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ଷ୍ଟେସନରେ କରାଯାଇଥିବା ଆରଟିପିସିଆର ଟେଷ୍ଟରେ ଆଜି ୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ସିମଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ମଧ୍ୟ କୁମ୍ଭମେଳରୁ ଫେରିଥିବା ୩୦ଜଣଙ୍କର ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୧୩ଜଣ ପଜିଟିଭ ଵିହ୍ନଟ ହୋଇଥିଲେ । ଆଜି ପୁଣି ୧୩ ପଜିଟିଭି ଚିହ୍ନଟ ହେବାପରେ ସିଏମସିର ଚିନ୍ତା ବଢିଯାଇଛି । ସମସ୍ତ ଆକ୍ରାନ୍ତଙ୍କୁ ବର୍ତ୍ତମାନ ଆଇସୋଲେସନରେ ଲଖାଯାଇଛି ।

କୁମ୍ଭମେଳାରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ କ୍ଵାରେଣ୍ଟିନରେ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ଏସଆରସି । ଏହାପରେ କୁମ୍ଭମେଳାରୁ ଫେରୁଥିବା ସମସ୍ତ ବ୍ୟକ୍ତିଙ୍କର ଆରଟିପିସିଆର ଟେଷ୍ଟ କରିବା ପାଇଁ ସିଏମସି ପକ୍ଷରୁ କଟକ ଷ୍ଟେସନରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏହାବାଦ ଯେଉଁମାନେ ବି ରାଜ୍ୟ ବାହାରୁ ଫେରୁଛନ୍ତି ସେମାନଙ୍କ ପାଇଁ ୭୨ଘଣ୍ଟାର ନେଗେଟିଭ ରିପୋର୍ଟ ବାଧ୍ୟତା ମୂଳକ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ