Masthead

ଏଥର ରାଜମାର୍ଗରେ କଳାହାଣ୍ଡିର ଲୋକନୃତ୍ୟ

ଭବାନୀପାଟଣା(ବଡ଼ ଖବର ବ୍ୟୁରୋ): ଆଗାମୀ ଗଣତନ୍ତ୍ର ଦିବସରେ ଦେଶର ରାଜଧାନୀ ଦିଲ୍ଲୀ ପ୍ୟାରେଡରେ ପ୍ରଦର୍ଶିତ ହେବ କଳାହାଣ୍ଡିର ଲୋକନୃତ୍ୟ ବଜାଶାଲ । ଭାରତର ଏକମାତ୍ର ଲୋକନୃତ୍ୟ ବଜାଶାଲ ପ୍ରଦର୍ଶନ ପାଇଁ ଚୟନ ହୋଇଛି । ଭବାନୀପାଟଣା ପ୍ରତିଭା ଅନୁଷ୍ଠାନର ୮୦ ଜଣ କଳାକାର ବଜାଶାଲ ନୃତ୍ୟ ପ୍ରଦର୍ଶନ କରିବେ । କଳାହାଣ୍ଡି ବୀରବାଦ୍ୟ ଘୁମୁରା ପ୍ରଦର୍ଶନର ୨୦ବର୍ଷ ପରେ ବଜାଶାଲ ନୃତ୍ୟ ପ୍ରଦର୍ଶନ ମନୋନିତ ହୋଇଥିବାରୁ ଜିଲ୍ଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛି ।

୨୭ ଝିଅ ଓ ୬୩ ପୁଅ ପ୍ୟାରେଡରେ ବଜାଶାଲ ନୃତ୍ୟ ପରିବେଷଣ କରିବେ । ଏଥିପାଇଁ ଭବାନୀପାଟଣା ଲାଲବାହାଦୂର ଷ୍ଟାଡିୟମରେ ଚାଲିଛି ରିହର୍ସଲ । ବଜାଶାଲ ହେଉଛି ଏକ ପାରମ୍ପରିକ ଲୋକନୃତ୍ୟ । ୧୦୦ ବର୍ଷ ତଳର ଏହି ନୃତ୍ୟକୁ ପରବର୍ତ୍ତି ପର୍ଯ୍ୟାୟରେ ସାଂସ୍କୃତିକ ମଂଚରେ ପରିବେଷଣ କରାଯାଇଛି । ୨୦୧୯ରାୟପୁର ଠାରେ ଅନୁଷ୍ଠିତ ଜାତୀୟ ଆଦିବାସୀ ନୃତ୍ୟ ମହୋତ୍ସବରେ ଏହା ପ୍ରଥମ ସ୍ଥାନ ଅଧିକାର କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ