Masthead

ପୂର୍ବ ଅପେକ୍ଷା ବଡ ବଜେଟ୍ ଆଣୁଛନ୍ତି ମୋହନ ସରକାର

ପୁରୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୫ ତାରିଖରେ ବଜେଟ୍ ଆଣିବାକୁ ଯାଉଛି ମୋହନ ସରକାର । ଆଉ ଏଥର ପୂର୍ବ ଅପେକ୍ଷା ବଡ ବଜେଟ୍ ଆଣୁଛନ୍ତି ମୋହନ ସରକାର । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ହୋଇଛି । ସୂଚନା ମୁତାବକ, ଏଥରର ଓଡ଼ିଶା ବଜେଟର ଆକାର ତିନି ଲକ୍ଷ କୋଟି ଛୁଇଁପାରେ ।

ପୂର୍ଣ୍ଣାଙ୍ଗ ବଜେଟ୍ ଚିଠା ପ୍ରସ୍ତାବ ଉପରେ ମୋହର ବାଜିଥିବା ନେଇ ସୂଚନା ମିଳିଛି । ଆସନ୍ତା ୨୨ ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥର ଅଧିବେଶନରେ ମୋହନ ସରକାର ନିଜର ପ୍ରଥମ ବଜେଟ୍ ଆଣିବ । ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ଓ ୨୫ ତାରିଖରେ ବଜେଟ୍ ଆଗତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା